ପଢନ୍ତୁ: ଏହିସବୁ ଜିଲ୍ଲାରେ ହେବ ଘଡ଼ଘଡ଼ି ସହ ବର୍ଷା

ପଢନ୍ତୁ: ଏହିସବୁ ଜିଲ୍ଲାରେ ହେବ ଘଡ଼ଘଡ଼ି ସହ ବର୍ଷା
ପଢନ୍ତୁ: ଏହିସବୁ ଜିଲ୍ଲାରେ ହେବ ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର: ଆଜି ରାଜ୍ୟର ୬ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ସ୍ଥିତି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।

ଏହି ଜିଲ୍ଲା ଗୁଡ଼ିକ ହେଉଛି- ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ନୟାଗଡ଼ ଓ ଖୋର୍ଦ୍ଧା । ଏହିସବୁ ଜିଲ୍ଲାବାସୀଙ୍କୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ସତର୍କ ରହିବାକୁ ପାଣିପାଗ କେନ୍ଦ୍ର ପରାମର୍ଶ ଦେଇଛି ।

Share this story

World Odia Language Conferene